ଶ୍ରୀମନ୍ଦିରରେ ପ୍ରବଳ ଭିଡ଼
ଖୋର୍ଦ୍ଧା (ସଞ୍ଜୀବ କୁମାର)ପୁରୀ: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼। ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ ।ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍ ।ସିଂହଦ୍ବାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ ବ୍ୟବସ୍ଥା । -ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।