କର୍ଣ୍ଣାଟକରେ ମାସ୍କ ପିନ୍ଧିବାକୁ ପରାମର୍ଶ
ବେଙ୍ଗାଲୁରୁ(ଏସ.ଏମ.ପି):- ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର ।। ବେଙ୍ଗାଲୁରୁରେ ୨ HMPV ସଂକ୍ରମିତ ଚିହ୍ନଟ ପରେ ଆଡଭାଇଜରି ଜାର। ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ ।- ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି କହିଲା ସ୍ବାସ୍ଥ୍ୟ ବିଭାଗ ।
-HMPV ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କଲା ମହାରାଷ୍ଟ୍ର
-ଛିଙ୍କ କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ