ଆତ୍ମସୁରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ

ବାଲିଗୁଡା(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କ ନିମନ୍ତେ ଆତ୍ମସୁରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ ହୋଇଯାଇଛି। ଉକ୍ତ ଶିବିରକୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତାସ୍ମିତା ନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଆତ୍ମ ସୁରକ୍ଷା କୌଶଳ ତାଲିମ୍ଆତ୍ମସୁରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ

ବିରର ସଫଳତା କାମନା କରିଥିଲେ। ପ୍ରଶାସନିକ ଅଧିକାରୀ ଡ଼ ବିଭୂତି ଭୂଷଣ ଆଚାର୍ଯ୍ୟ, ରାଜନୀତି ବିଜ୍ଞାନ ଅଧ୍ୟାପିକା ଡ଼.ସଂଯୁକ୍ତା ନାୟକ ଶିବିରର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ। ସଂଯୋଜିକା ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ମାଷ୍ଟର ଟ୍ରେନର ରୂପା ନାୟକ, ନିରୂପମା ମଲିକ, ତନୁଜା ପାତ୍ର, ପଙ୍କଜିନୀ ପ୍ରମୁଖ ଉପସ୍ଥିତ ରହି ଆତ୍ମସୁରକ୍ଷା କୌଶଳ ଶିକ୍ଷା ପ୍ରଦାନ କରୁଛନ୍ତି ।

You might also like
error: Content is protected !!