ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ

ବାଲିଗୁଡ଼ା(ସୁକାନ୍ତ କୁମାର ତ୍ରିପାଠୀ)ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ଡ଼ ବିଭୂତି ଭୂଷଣ ଆଚାର୍ଯ୍ୟ ଆଇକ୍ଵୁଏସି ସଂଯୋଜକ ହିମାଂଶୁ ଚରଣ ସାହୁଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ ମୁଖ୍ୟ ଅତିଥି କଳିଙ୍ଗ ମହାବିଦ୍ୟାଳୟ ଘୁ଼ ଉଦୟଗିରିର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ ଦିଲୀପକୁମାର ମହାପାତ୍ର କୁଡୁତୁଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଭାତକୁମାର ଜେନା କାଉନସେଲର ଦଣ୍ଡପାଣି ଭୂୟାଁଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ ବାଣିଜ୍ୟ ବିଭାଗ ମୁଖ୍ୟ ସରୋଜକୁମାର ପାଠୀ ଇତିହାସ ଅଧ୍ୟାପକ ମାନସ ରଞ୍ଜନ ପ୍ରଧାନ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ହମନ୍ ଦିବାକା ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଦୁଷ୍ମନ୍ତ ଶବର ଯୁବ ଦିବସର ତାତ୍ପର୍ଯ୍ୟ ବୁଝାଇଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ ଥିଲେ। କେଶରୀ ମୁଠାମାଝୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ।କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ପ୍ରବାସୀ ଭାରତୀୟ ଦିବସ ପାଳନର ଉଦ୍ ଯାପନ ଉତ୍ସବ କ୍ଵିଜ୍ ,ପୋଷ୍ଟର ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ ଅଧ୍ୟକ୍ଷ କରିଥିଲେ।

You might also like
error: Content is protected !!