ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,(ପି.ଆଇ.ବି):- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି,ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି । ଶ୍ରୀ ମୋଦୀ କହିଛନ୍ତି, ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ଦର୍ଶାଉଛି ।ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:“ପିକ୍ସେଲସ୍ପେସ @PixxelSpace ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି ଏବଂ ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ମଧ୍ୟ ସୂଚାଉଛି ।

You might also like
error: Content is protected !!