ଏଣିକି ଗାଡ଼ି ଫିଟନେସ ଯାଞ୍ଚ କରିବ ଏଟିଏସ

ଖୋର୍ଦ୍ଧା(ସଞ୍ଜୀବ କୁମାର):-କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ଗାଡ଼ିର ଫିଟନେସ ପରୀକ୍ଷା ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଗାଡ଼ି ଫିଟନେସ ପରୀକ୍ଷା ପାଇଁ ରହିବନି ମାନୁଆଲ ମୂଲ୍ୟାୟନ। ଏଣିକି ଗାଡ଼ି ଫିଟନେସ ଯାଞ୍ଚ କରିବ ଏଟିଏସ। ଏଭଳି ଏକ ପଦକ୍ଷେପ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଛି। ଆଜିଠାରୁ କଟକ ଆରଟିଓରେ ଗାଡ଼ି ଫିଟନେସ ଯାଞ୍ଚ ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକ୍ଷମ ହୋଇଥିବାବେଳେ ଖୁବ ଶୀଘ୍ର ରାଜ୍ୟର ୨୧ଟି ଆରଟିଓରେ ଏଟିଏସ ସ୍ଥାପନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ରାସ୍ତାରେ ଗାଡ଼ି ଚାଲିବା ପାଇଁ ଗାଡ଼ିର ସ୍ଥିତି କିଭଳି ଥିବା ଦରକାର। ସେଥିପାଇଁ ମୋଟର ଯାନ ନିୟମାବଳୀ ରହିଛି।

You might also like
error: Content is protected !!