ଆସନ୍ତାକାଲି ପ୍ରୟାଗରାଜ ଗସ୍ତରେ ଯିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ପି.ଆଇ.ବି):- ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି (୧୦,ଫେବୃଆରୀ ୨୦୨୫) ପ୍ରୟାଗରାଜ (ଉତ୍ତରପ୍ରଦେଶ) ଗସ୍ତରେ ଯିବେ ।ଏକଦିବସୀୟ ପ୍ରୟାଗରାଜ ଗସ୍ତ ଅବସରରେ ରାଷ୍ଟ୍ରପତି ସଙ୍ଗମରେ ସ୍ନାନ ଏବଂ ପୂଜା କରିବେ । ଅକ୍ଷୟବଟ ଏବଂ ହନୁମାନ ମନ୍ଦିରରେ ପୂଜା ଓ ଦର୍ଶନ କରିବେ । ରାଷ୍ଟ୍ରପତି ଡିଜିଟାଲ କୁମ୍ଭ ଅନୁଭବ କେନ୍ଦ୍ର ମଧ୍ୟ ପରିଦର୍ଶନ କରିବେ ।

You might also like
error: Content is protected !!