ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
ଖୋର୍ଦ୍ଧା ଜିଲ୍ଲା (ସଞ୍ଜୀବ କୁମାର) :- ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତକ ଛାତ୍ରୀ ଜଣକ ବିଟେକ୍ ଛାତ୍ରୀ, ବର୍ତ୍ତମାନ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ କିଟ୍’ରେ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ହଷ୍ଟେଲ କ୍ୟାମ୍ପସ ଭିତରୁ ନେପାଳୀ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର କରିଛି ।