୪୮ ସରକାରୀ ବାବୁଙ୍କ ଦରମା ବନ୍ଦ…

୪୮ ସରକାରୀ ବାବୁଙ୍କ ଦରମା ବନ୍ଦ…

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-

  • CMଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା
  • କଟକର ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ
  • ନିର୍ଦ୍ଦେଶ ଦେଲେ କଟକର ଅତିରିକ୍ତ ଜିଲ୍ଲାପାଳ
  • ଫେବୃଆରୀ ମାସର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ
  • ଜିଲ୍ଲାର ଟ୍ରେଜେରୀ ଅଫିସରଙ୍କୁ ଚିଠି ଲେଖି ନିର୍ଦ୍ଦେଶ
  • ତାଲିକାରେ ୧୦ ବିଡିଓ ଏବଂ ସିଡିଏମଓଙ୍କ ନାଁ ରହିଛି
  • ବାଙ୍କୀ ଉପଜିଲ୍ଲାପାଳ ଓ ୬ ତହସିଲଦାରଙ୍କ ଦରମା ବନ୍ଦ
  • ଅତିରିକ୍ତି ଜିଲ୍ଲାପାଳ ଶିବ ଟପୋଙ୍କ ପ୍ରତିକ୍ରିୟା
  • କମ୍ପ୍ଲାଏ ରିପୋର୍ଟ ଦାଖଲ ନ ପର୍ଯ୍ୟନ୍ତ ମିଳିବନି ଦରମା
You might also like
error: Content is protected !!