ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ

ଭୁବେନଶ୍ୱର,(ଏସ.ଏମ.ପି):- ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ.,-ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ ।-ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି ।ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା । ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ,-ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି ।

You might also like
error: Content is protected !!