ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର

ଖୋର୍ଦ୍ଧା ଜିଲ୍ଲା(ସଞ୍ଜୀବ କୁମାର):- ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ ।▪️ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।▪️ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର MOU ।▪️୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ।▪️ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

You might also like
error: Content is protected !!