ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ
ଖୋର୍ଦ୍ଧା ଜିଲ୍ଲା,(ସଞ୍ଜୀବ କୁମାର):- ହୋଲି ପାଇଁ ଗାଇଡଲାଇନ୍ ଜାରି କଲା କମିଶନରେଟ୍ ପୋଲିସ ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ କହିଲେ ଭୁବନେଶ୍ବର DCP-‘ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ମନା’-‘ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ’-‘ସବୁ ଗାଧୁଆ ଘାଟରେ ପୋଲିସ ସହ ଅଗ୍ନିଶମ କର୍ମଚାରୀ ରହିବେ’‘ରାସ୍ତା ଉପରେ ହୋଲି ଖେଳି ଗହଳି କଲେ ଉଠାଇ ନେବ PCR’-‘କେବଳ ହର୍ବାଲ ରଙ୍ଗକୁ ଅନୁମତି, କେମିକାଲ୍ ରଙ୍ଗ ବାରଣ’*