ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରି।

ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରି।

ଖୋର୍ଦ୍ଧା ଜିଲ୍ଲା,(ସଞ୍ଜୀବ କୁମାର):- ଘରୋଇ ହସ୍ପିଟାଲରେ ୨୦୨୩-୨୪ରେ ୧ ଲକ୍ଷ ୪୦ ହଜାର ୧୨୬ଟି ଡେଲିଭରି ହୋଇଛି । ସେଥିରୁ ୧ ଲକ୍ଷ ୧୩ ହଜାର ୫୯୮ଟି ଅସ୍ତ୍ରୋପଚାର ଡେଲିଭରି ହୋଇଛି । ସେହିପରି ସରକାରୀ ହସ୍ପିଟାଲରେ ୫ ଲକ୍ଷ ୯୧ ହଜାର ୧୮୫ ଡେଲିଭରି ହୋଇଛି। ସେଥିରୁ ୧ ଲକ୍ଷ ୯୫ ହଜାର ୫୭୮ ଅସ୍ତ୍ରୋପଚାର ଡେଲିଭରି ହୋଇଛି । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉତ୍ତର ।

Smart Computer Ad
You might also like
error: Content is protected !!