ଜବର ଦଖଲ ମୁକ୍ତ ହେବ ଜଗା ଜମି

ଖୋର୍ଦ୍ଧା ଜିଲ୍ଲା,(ସଞ୍ଜୀବ କୁମାର):- ରାଜ୍ୟବ୍ୟାପୀ ଜବଦଖଲମୁକ୍ତ ହେବ ଜଗନ୍ନାଥଙ୍କ ଜମି, ୩ ମାସ ଭିତରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଜଗନ୍ନାଥ ଜମି ଜବର ଦଖଲକାରୀଙ୍କ ଉପରେ ସରକାରଙ୍କ ନଜର । ଦୁଇବର୍ଷରେ ତୁଟିବ ଜଗନ୍ନାଥ ଜମି ସମସ୍ୟା । ରାଜ୍ୟବ୍ୟାପୀ ଜଗନ୍ନାଥ ଜମି ବିବାଦର ବିଦାଦ ତୁଟାଇବାକୁ ତିନିମାସ ମଧ୍ୟରେ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ। ସୂଚନା ଦେଲେ ଆଇନ୍ ମନ୍ତ୍ରୀ ।

Smart Computer Ad
You might also like
error: Content is protected !!