କାଲିଠୁ ଯୁକ୍ତ ଦୁଇ ଖାତା ଦେଖା
ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର)
- କାଲିଠୁ +2 ଖାତାଦେଖା, ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ
- ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ
- ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ କହିଲେ
- ‘ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ’
- ‘୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ