କୀଟନାଶକ ବଢ଼ାଉଛି କ୍ୟାନସର୍

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-

ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍
-ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର
-‘ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ ରୋଗୀଙ୍କ ସଂଖ୍ୟା ବଢୁଛି’
-‘ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି’
-‘ଜମିର ଗୁଣବତ୍ତା ନଷ୍ଟ ହେଉଛି ଓ କ୍ୟାନସର୍ ଭଳି ରୋଗ ବ୍ୟାପୁଛି’
-‘ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ବ ଦିଆଯାଉଛି’
-‘ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ’
-ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖିଲେ ଆଇନ ମନ୍ତ୍ରୀ

You might also like
error: Content is protected !!