ଓଡ଼ିଆ ପକ୍ଷ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

ବାଲିଗୁଡା ୦୮/୦୪[ସୁକାନ୍ତ କୁମାର ତ୍ରିପାଠୀ ) କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ରେଡ୍ ରିବନ୍ କ୍ଲବ୍ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି l ଏଥିରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଉପଖଣ୍ଡ ରକ୍ତ ଭଣ୍ଡାରର ପରୀକ୍ଷାଗାର ସହାୟକ ବଳରାମ ଗୌଡ଼, ସୁବାସ ମୁଖି , ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍ ଓ ରେଡ୍ ରିବନ୍ କ୍ଲବ୍ ଜିଲ୍ଲା ସଂଯୋଜକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ,ଓଡ଼ିଆ ପକ୍ଷ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରଓଡ଼ିଆ ପକ୍ଷ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରଓଡ଼ିଆ ପକ୍ଷ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରଓଡ଼ିଆ ପକ୍ଷ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର କାଉନସେଲର ଦଣ୍ଡପାଣି ଭୂୟାଁ, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ହମନ୍ ଦିବାକା, ଅରୁନ୍ଧତୀ ପ୍ରଧାନଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

You might also like
error: Content is protected !!