ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,(ଏସ.ଏମ.ପି):- ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ..-ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ-‘ଆଉ ଦୁଇ ଦିନ ମଧ୍ୟରେ ସରିବ ଖାତା ଦେଖା’, AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି’,-ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍‌ ନେଇ କିଛି ଅସୁବିଧା ହେବନି କହିଲେ,‘ଗ୍ରେସ୍‌ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ’*

You might also like
error: Content is protected !!