୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଖୋର୍ଦ୍ଧା ଜିଲ୍ଲା (ସଞ୍ଜୀବ କୁମାର):- ଟ୍ୱିନ ସିଟି ସମେତ ରାଜ୍ୟରେ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ଘଡଘଡି, ବର୍ଷା ସହ ୫୦-୬୦ କିଲୋମିଟର ବେଗରେ ପବନ ପହିବାର ସମ୍ଭାବନ ରହିଛି ।ସେହିପରି ଅନୁଗୁଳ, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଏବଂ କୋରାପୁଟ ଜିଲ୍ଲାରେ ମଧ୍ୟ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ଯେଉଁଥି ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

You might also like
error: Content is protected !!