ପାକିସ୍ତାନୀ ନାଗରିକଙ୍କୁ ଭାରତ ଛାଡ ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-
-ପାକିସ୍ତାନକୁ ଜବତ କରିବା ପାଇଁ କଠୋର ହେଲା ଭାରତ
-ଯେଉଁ ପାକିସ୍ତାନୀ ବୈଧ ଅନୁମୋଦନରେ ଆସିଛନ୍ତି ମେ ୧ ପୂର୍ବରୁ ଫେରନ୍ତୁ.
-ସାର୍କ ଭିସାରେ ଥିବା ପାକିସ୍ତାନ ନାଗରିକ ୪୮ ଘଣ୍ଟାରେ ଭାରତ ଛାଡ଼ିବେ
-ପାକିସ୍ତାନୀ ନାଗରିକଙ୍କୁ ସାର୍କ ଭିସାରେ ଭାରତ ଆସିବା ମନା
-ପାକ୍ ଦୂତାବାସର ସାମରିକ ପରାମର୍ଶଦାତା ସପ୍ତାହେ ମଧ୍ୟରେ ଭାରତ ଛାଡ଼ିବେ
-ପାକିସ୍ତାନରେ ଥିବା ଭାରତୀୟ ଦୂତାବାସ ପାଇଁ ମଧ୍ୟ ସମାନ ବ୍ୟବସ୍ଥା
-ସାମରିକ ପରାମର୍ଶଦାତାଙ୍କୁ ଭାରତ ଫେରି ଆସିବାକୁ ନିର୍ଦ୍ଦେଶ