ବଢ଼ିଲା ପୋଲିସ କର୍ମଚାରୀଙ୍କ_ଭତ୍ତା

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-
- ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି
- କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି
- ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା
- SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା ହେଲା
- ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି
- ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦କୁ ବୃଦ୍ଧି
- କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବୃଦ୍ଧି
- ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବୃଦ୍ଧି