ଶିମିଳିପାଳରେ ୪୦ ମହାବଳ

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-
- ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ
- ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝାଙ୍କ ସୂଚନା
- ଜିନତ ଓ ଯମୁନାକୁ ମିଶାଇ ଅଛନ୍ତି ୪୦ ମହାବଳ’
- ୪୦ ମହାବଳ ମଧ୍ୟରୁ ଅଛନ୍ତି ୬ଟି ଶାବକ, ୧୭ଟି ବାଘୁଣୀ’
- ଶିମିଳିପାଳରେ ଥିବା ମହାବଳ ମଧ୍ୟରୁ ୧୮ଟି କଳା ମହାବଳ’
- ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ’
- ଗତବର୍ଷ ଶିମିଳିପାଳରେ ଥିଲେ ୨୭ ମହାବଳ ସହ ୮ ଶାବକ