ପାରାଦୀପରେ ହେବ ଏୟାରପୋର୍ଟ

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):-
ପାରାଦୀପରେ ହେବ ନୂଆ ଏୟାରପୋର୍ଟ। ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଲୋକସେବା ଭବନରେ ଏ ସଂପର୍କରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।