ଅଣ ନାଗରିକ ଓଡ଼ିଶାରେ ରହିବେ ନାହିଁ’ -ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି

ଭୁବନେଶ୍ୱର,(ସଞ୍ଜୟ କୁମାର);-
-ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
-‘ଇଞ୍ଜିନିୟରିଂ ବିଭାଗ ଗୁଡ଼ିକ ସହ ଆଲୋଚନା ହୋଇଛି’
-‘ବିଭିନ୍ନ ଏଜେନ୍ସିରେ କାମ କରୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ
-‘ସାରା ରାଜ୍ୟରେ ଚିହ୍ନଟ ପ୍ରକ୍ରିୟା କରାଯିବ’
-‘କୌଣସି ଅଣ ନାଗରିକ ଓଡ଼ିଶାରେ ରହିପାରିବେ ନାହିଁ.

Smart Computer Ad
You might also like
error: Content is protected !!