ଖୋର୍ଦ୍ଧା,(ସଞ୍ଜୀବ କୁମାର):-
-ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍ ଢ଼ାଞ୍ଚା.
-କ୍ୟାବିନେଟ୍ ବୈଠକରେ ସଚିବଙ୍କ କ୍ଷମତା ସଂକୁଚିତ
-ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇଁ ହେଲା ନିଷ୍ପତ୍ତି.
-ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା
-ସବୁ ବିଭାଗକୁ ଏନେଇ ଚିଠି ଲେଖିଲେ ସଂସଦୀୟ ସଚିବ
-୫ ଦିନ ପୂର୍ବରୁ ଚୂଡ଼ାନ୍ତ ହେବ କ୍ୟାବିନେଟ୍ ବସିବା ତାରିଖ
-୩ ଦିନ ପୂର୍ବରୁ ଚୂଡ଼ାନ୍ତ ହେବ କ୍ୟାବିନେଟ୍ର ସମସ୍ତ ପ୍ରସ୍ତାବ
-୨ ଦିନ ପୂର୍ବରୁ ମନ୍ତ୍ରୀଙ୍କ ପାଖକୁ ଯିବ କ୍ୟାବିନେଟ୍ ପ୍ରସ୍ତାବ
-ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ପ୍ରସ୍ତାବ କ୍ୟାବିନେଟ୍କୁ ଆସିପାରିବନି
-ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ବିଭାଗୀୟ କ୍ୟାବିନେଟ୍ ବସିପାରିବନି
