ସରକାରକିଣିବେ_SCSTଙ୍କଜମି Uncategorized By News Nerve Posted On May 22, 2025 Share ଖୋର୍ଦ୍ଧା(ସଞ୍ଜୀବ କୁମାର):- -ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି-ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେନି-ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ-ଖୁବ୍ଶୀଘ୍ର କର୍ପସ ଫଣ୍ଡ ଗଠନ କରିବେ ରାଜ୍ୟ ସରକାର Share