ଖୋର୍ଦ୍ଧା(ସଞ୍ଜୀବ କୁମାର):
ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ , ମନ୍ଦିରର ହେବ ପୁନଃବାସ
-୧୯ଟି ମଠକୁ ପୁନଃବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୋହନ ସରକାର
-ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ ସ୍ଥାପନ ହେବ
-ଏନେଇ ପୁରୀରେ ଜାଗା ଚିହ୍ନଟ ହୋଇଛି
-ଗୋଟିଏ ଜାଗାରେ ବିଜେସ୍ଥଳୀ ରହିଲେ ଭକ୍ତଙ୍କ ପାଇଁ ସୁବିଧା ହେବ
