ଜୁନ୍ରେଅଧିକବର୍ଷା: IMD ଡିଜି -ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା -ଜୁନ୍ ମାସରେ ଅଧିକବର୍ଷା ନେଇ ପୂର୍ବାନୁମାନ;-ଜୁନ୍ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ପ୍ରାକ୍ ମୌସୁମୀ ବର୍ଷା ସ୍ବାଭାବିକଠୁ ଅଧିକ ରହିଛି
ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି
ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି
କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି
ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି
ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି
