ସରକାରୀ ଚାକିରି ପାଇଁବଢ଼ିଲା ବୟସ ସୀମା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା ବୃଦ୍ଧି 

ଏନେଇ ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି

ଆବେଦନର ସର୍ବୋଚ୍ଚ ବୟସ ସୀମା ୪୨ ବର୍ଷକୁ ବୃଦ୍ଧି

ପୂର୍ବରୁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷ ଥିଲା, ଏବେ ୪୨କୁ ବୃଦ୍ଧି

ଓଡ଼ିଶା ସିଭିଲ୍ ସର୍ଭିସ୍ ରୁଲ୍‌ ସଂଶୋଧନ ଆଧାରରେ ନିଷ୍ପତ୍ତି

ୟୁନିଫର୍ମ ସେବା ବ୍ୟତୀତ ଅନ୍ୟ ସମସ୍ତ ଚାକିରି ପାଇଁ ବୟସ ସୀମା ବୃଦ୍ଧି

Smart Computer Ad
You might also like
error: Content is protected !!