ଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, ୩୧/୦୫ [ସୁକାନ୍ତ କୁମାର ତ୍ରିପାଠୀ]ବାଲିଗୁଡା ରେ ଧୁମ୍ ଧାମରେ ଚାଲିଛି ମାଆ ପାଟ୍ଟଖଣ୍ଡା ଙ୍କ ଠାକୁରାଣୀ ଯାତ୍ରା l ଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ଦଣ୍ଡପଦର ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଲଯାଇଛି| ଫ୍ରେଣ୍ଡସ୍ କ୍ଲବ୍ ସଭାପତି ଯୁମର ନାୟକ ଙ୍କ ନେତୃତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ପଣ୍ଡିତ କୁମାର ବିଶିମlଝି, ସମ୍ମାନୀତ ଅତିଥି ଭାବେ ନଗର

ଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ

ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ବିଜେପି ନଗର ସଭାପତି ମନୋଜ କୁମାର ରଥ ଉପସ୍ଥିତ ରହି ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ l ଫ୍ରେଣ୍ଡସ୍ କ୍ଲବ୍ ପକ୍ଷରୁ ଗ୍ରାମ ର ବରିଷ୍ଠ ନାଗରିକ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସମାଜସେବୀ, ସାମ୍ବାଦିକ, ମଞ୍ଚ କଳାକାର ଙ୍କୁ ସମ୍ମାନିତ କରୁଥିଲେ l ସମ୍ବଲପୁର ରୁ ଆସିଥିବା ସୁହାନା ମେଲୋଡି ଗ୍ରୁପ ଉପସ୍ଥିତ ଦର୍ଶକ ଙ୍କୁ ବିମୋହିତ କରିଥିଲା l

You might also like
error: Content is protected !!