ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ରାଜ୍ୟରେ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା
୧୭ରୁ ୨୦ ତାରିଖ ଯାଏଁ ଅତିପ୍ରବଳ ବର୍ଷା
ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ
୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ସୃଷ୍ଟ ଲଘୁଚାପ
ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷିବ
ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ