ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳଙ୍କ ଉଦ୍ବେଗ
ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦ୍ବେଗ ପ୍ରକାଶ କଲେ
‘୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍ ନେଇ ଅବଗତ ଅଛନ୍ତି’
‘ରାଜ୍ୟର ୯୫ ପ୍ରତିଶତ ଲୋକେ ବିଭିନ୍ନ ସରକାରୀ ସ୍କିମ୍ ସୁବିଧା ଜାଣି ନାହାନ୍ତି’
‘ଜିଲ୍ଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ଦେଖିଛି ଅଫିସର ବି ଜାଣି ନାହାନ୍ତି’
ଏପରିକି ଏଲିଟ୍ ବର୍ଗର ଲୋକେ ବି ଜାଣି ନାହାନ୍ତି କହି ଉଦ୍ବେଗ ଜଣାଇଲେ
ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା ଯୋଜନାର ଉଦାହରଣ ଦେଲେ
ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଓ ଅଟଳ ପେନସନ ଯୋଜନା କଥା କହିଲେ
କେବଳ ଘରର ମୁଖିଆ ନୁହେଁ, ପରିବାରର ସବୁ ସଦସ୍ୟ ସାମିଲ ହୁଅନ୍ତୁ
*ବର୍ଷକୁ ୨୦ ଟଙ୍କା, ୪୩୬ ଟଙ୍କା ପ୍ରିମିୟମ କିଏ ଦେଇ ନ ପାରିବ ପଚାରିଲେ