୯ଟି ନୂଆ ମେଡିକାଲ୍ କଲେଜ୍ ହେବ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍
ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ*
ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ MBBS କଲେଜ୍ ହେବ
ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ’
ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ୍ କରାଯିବ’
ଏନେଇ ବଜେଟ୍ ଅନୁମୋଦନ ମିଳିଛି

You might also like
error: Content is protected !!