ଖୋର୍ଦ୍ଧା,(ସଞ୍ଜୀବ କୁମାର);-
ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡ଼ିଶା ପୋଲିସର ଜରୁରୀ ସୂଚନା
ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ‘ଏକ୍ସ’ ଜରିଆରେ ସୂଚନା
‘ଦୁଇ ଘଣ୍ଟା କିମ୍ବା ଊର୍ଦ୍ଧ୍ବ ସମୟ ଅପେକ୍ଷା କରିବାକୁ ପଡ଼ିପାରେ’
ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଦୟାକରି ଏହାକୁ ଧ୍ୟାନ ଦିଅନ୍ତୁ’
‘ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ.