ଜୁଲାଇ ୧୪ରେ ଏମ୍ସ ଭୁବନେଶ୍ୱର ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ରେ ଏମ୍ସ ଭୁବନେଶ୍ୱର ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।*ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।* 


You might also like
error: Content is protected !!