ପ୍ରେମିକାକୁ ଛୁରି ଭୂଷି ହତ୍ୟା କଲା ପ୍ରେମିକ

ବ୍ରହ୍ମପୁର,(ରାଜେନ୍ଦ୍ର ସାହୁ):-

ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ ନିକଟରେ ଥିବା ପୁଷ୍ପାଞ୍ଜଳି ଗେଷ୍ଟ ହାଉସ ଜଣେ ଯୁବତୀଙ୍କୁ ହତ୍ୟା ହୋଇଛି । ଖବର ପାଇ ଘଟଣା ସ୍ଥଳରେ ବ୍ରହ୍ମପୁର ଏସପି ପହଞ୍ଚି ଘଟଣା ତଦନ୍ତ କରୁଥିବା ଜଣାପଡିଛି । ଅନ୍ୟପକ୍ଷରେ ପୁଲିସ କବଜାରେ ଅଭିଯୁକ୍ତ ରହିଥିବା ଜଣାପଡିଛି

Smart Computer Ad
You might also like
error: Content is protected !!