ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୧୪ ଜିଲ୍ଲାର OAS, ORS ଅଫିସର
କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼ ଜିଲ୍ଲା
ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାରେ ବି ସମୂହ ଛୁଟିରେ ଗଲେ
ବଲାଙ୍ଗିର, ସମ୍ବଲପୁର, କେନ୍ଦୁଝର, ଯାଜପୁର, କନ୍ଧମାଳ ଜିଲ୍ଲାରେ ବି ସମୂହ ଛୁଟିରେ ଗଲେ
BMC ଅଫିସରଙ୍କୁ ଆଟାକ୍ ଘଟଣା ପ୍ରତିବାଦରେ ଛୁଟିରେ ଗଲେ
ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ
