ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ ରତ୍ନଭଣ୍ଡାର ମରାମତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଗଜପତି ନିଜେ ତଦାରଖ କରି ବୈଷୟିକ କମିଟିକୁ ଧନ୍ୟବାଦ ଦେଇଛନ୍ତି ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି ବାହାର ରତ୍ନଭଣ୍ଡାର କାମ ଦିନେ ଦୁଇ ଦିନ ଭିତରେ ଶେଷ ହେବ ଷ୍ଟୋନ୍‌ ଏଲିମେଣ୍ଟ ବଦଳା ସରିଛି, ମରାମତି ଚୂଡ଼ାନ୍ତ ପର୍ଯ୍ୟାୟରେ ନୂଆ ଷ୍ଟେନଲେସ୍‌ ଷ୍ଟିଲ ଗେଟ୍‌ ଓ ବର୍ମାଟିକ୍‌ ଗେଟ୍‌ ଲାଗିବ, ରୁପା ଛାଉଣି ହେବ ବାହାର ରତ୍ନଭଣ୍ଡାର ବାହାର ପାର୍ଶ୍ବ ମଧ୍ୟ ସଂରକ୍ଷଣ କରାଯାଇଛି ଗଜପତି ମହାରାଜା ମରାମତିରେ ସନ୍ତୋଷ ପ୍ରକଟ କରିଛନ୍ତି: ଅରବିନ୍ଦ ପାଢ଼ୀ

Smart Computer Ad
You might also like
error: Content is protected !!