କାଲି ୪ଘଣ୍ଟା ଶ୍ରୀମନ୍ଦିର ବନ୍ଦ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀମନ୍ଦିର ବନ୍ଦଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ

You might also like
error: Content is protected !!