ନୂଆ ନିୟମ, ପ୍ରଭାବିତ ହେବ ୟୁପିଆଇ ଓ ବ୍ୟାଙ୍କ ନେଣଦେଣ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ବଦଳିଲା ତାରିଖ, ବଦଳିଲା ନିୟମ । ଆଜିଠାରୁ କିଛି ନିୟମରେ ପରିବର୍ତ୍ତନ ହେଉଥିବା ବେଳେ ଏହା ଜନସାଧାରଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏହି ପରିବର୍ତ୍ତନ ଗୁଡ଼ିକ ମଧ୍ୟରେ ୟୁପିଆଇରେ ବାଲାନ୍ସ ଚେକ୍ କରିବା ଠାରୁ ନେଇ ଏଲପିଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ ଓ ବ୍ୟାଙ୍କିଂ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ଅନ୍ତର୍ଭୁକ୍ତ । ଜାଣନ୍ତୁ କେଉଁ ସବୁ ନିୟମରେ ଆଜିଠୁ ହେବ ପରିବର୍ତ୍ତନ.ଦିନକୁ ସର୍ବାଧିକ ୫୦ଥର କରିପାରିବେ ବାଲାନ୍ସ ଚେକ୍ । କମର୍ସିଆଲ ସିଲିଣ୍ଡର ଦରରେ ହ୍ରାସନୂଆ ମାସରୁ ନୂଆ ନିୟମୟୁପିଆଇ କାରବାରରେ ପରିବର୍ତ୍ତନଦିନକୁ ସର୍ବାଧିକ ୫୦ଥର ଯାଏ ବାଲାନ୍ସ ଯାଞ୍ଚ କରିପାରିବେଅଟୋ ପେ କାରବାରରେ କିଛି ପରିବର୍ତ୍ତନ ହୋଇଛିନିର୍ଦ୍ଦିଷ୍ଟ ସମୟରେ ଅଟୋ ପେ କାରବାର ହେବ ୟୁପିଆଇ ପେମେଣ୍ଟ ବିଫଳ ହେଲେ, ସ୍ଥିତି ଯାଞ୍ଚ ପାଇଁ ୩ଟି ସୁଯୋଗ ମିଳିବ ପ୍ରତ୍ୟେକ ପ୍ରୟାସ ମଧ୍ୟରେ ୯୦ସେକେଣ୍ଡ ସମୟ ଅପେକ୍ଷା କରିବାକୁ ପଡିବ ବ୍ୟାଙ୍କିଂ ଆଇନ-୨୦୨୫ ଆଜିଠାରୁ କାର୍ଯ୍ୟକାରୀ ହେବଆଜିଠାରୁ କମର୍ସିଆଲ ଗ୍ୟାସ ଦର ହ୍ରାସ ହେବ

Smart Computer Ad
You might also like
error: Content is protected !!