ଆସନ୍ତାକାଲି ଅର୍ଥାତ୍ ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ଏବଂ ବ୍ଳକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ

ଛତ୍ରପୁର,(ଆଇଆଣ୍ଡପିଆର ଓ):-

ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ଏବଂ ବ୍ଳକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଜିଲ୍ଲା ସ୍ତରୀୟ ଶିବିରରେ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗଦେବେ। ବ୍ଲକ ସ୍ତରୀୟ ଶିବିରରେ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତି ରହିବ।

You might also like
error: Content is protected !!