ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ୍ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା-ଏନେଇ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ-ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି ଘର ଦିଆଯିବ-ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଅନ୍ତଦ୍ୟୋୟ ଯୋଜନାରେ ଘର ବଣ୍ଟାଯିବ-ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ
