ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୭ ତାରିଖରେ ପୁଣି ଥରେ ଓଡ଼ିଶା ଆସିପାରନ୍ତି

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡ଼ିଶା ଗସ୍ତରେ ଆସି ବ୍ରହ୍ମପୁରରେ ଆୟୋଜିତ ହେବାକୁ ଥିବା ଯୁବ ସମାବେଶ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଯୋଗ ଦେବାକୁ ଆସିବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନଠାରୁ ଓଡ଼ିଶାରେ ବିଜେପି ପକ୍ଷରୁ ସେବା ପକ୍ଷ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବିଜେପିର ସଂଗଠନକୁ ଅଧିକ ଶକ୍ତିଶାଳୀ କରିବା ସହ ଲୋକାଭିମୁଖୀ ପାଇଁ ଗୁରୁମନ୍ତ୍ର ଦେବେ।ସର୍ବସାଧାରଣ ଜନତା ସରକାରଙ୍କ କାର୍ଯ୍ୟଶୈଳୀକୁ ନିକଟରୁ ଦେଖି ଜାଣିପାରିବେ।*

Smart Computer Ad
You might also like
error: Content is protected !!