ଏଥର ଦୀପାବଳିରେ ୨ ଘଣ୍ଟା ଫୁଟିବ ବାଣ Uncategorized By News Nerve Posted On Oct 14, 2025 Share ଖୋର୍ଦ୍ଧା,(ସଞ୍ଜୀବ କୁମାର):- ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦେଶ ଜାରି ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ ପରାମର୍ଶ* Share