ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; SPଙ୍କ ବଡ଼ ଖୁଲାସା-ସାର୍ପ ସୁଟର ୧୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲା-ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ, କୁରୁପତି ଭୂୟାଁ ଗୁଳି ଚଳାଇଥିଲେ-ମଳୟ ବିଷୋୟୀ ଓ ମଦନ ଦଳେଇ ପୂରା ଷଡ଼ଯନ୍ତ୍ର କରିଥିଲେ-ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡ଼ଯନ୍ତ୍ର କରାଇଥିଲେ-ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡ଼ଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା-ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସଙ୍କ ଠାରୁ ୫୦ ଲକ୍ଷ ଆଣିବାର ବ୍ୟବସ୍ଥା ହୋଇଥିଲା-ଉମା ବିଷୋୟୀ ପାଖରେ ସବୁ ଡିଲ୍ ଟଙ୍କା ରହିଛି- ବ୍ରହ୍ମପୁର ଏସ୍ପି-ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଛି-ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧିକ ଷଡ଼ଯନ୍ତ୍ର ପ୍ରମାଣ ମିଳିଛି-ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଗିରଫ କରାଯାଇଛି, ଆଉ ୩ ଫେରାର ଅଛନ୍ତି