ଧୂଙ୍ଗିଆ ଦେଇ ଦେଵୀ ଙ୍କ ପୀଠରୁ ମୂର୍ତ୍ତି ସହ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି

ବାଲିଗୁଡା: ୧୦/୧୧ (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ.ଜାତୀୟ ରାଜପଥ ରାସ୍ତା କଡରେ ଥିବା ଅଞ୍ଚଳର ଇଷ୍ଟଦେବୀ ମା’ କାକବୁଢା (ଧୂଙ୍ଗିଆ ଦେଇ) ଙ୍କ ମନ୍ଦିର ଗେଟ ତାଲାଭାଙ୍ଗି ରବିବାର ମଧ୍ୟ ରାତ୍ର ପରେପରେ କାକବୁଢା ପ୍ରତିମୂର୍ତ୍ତି ସହ ସୁନା ଆଖି ଚାରିଗୋଟି, ରୂପା ମୁକୁଟ ଗୋଟିଏ ଓ ପିତଳ ନାଗ

ଧୂଙ୍ଗିଆ ଦେଇ ଦେଵୀ ଙ୍କ ପୀଠରୁ ମୂର୍ତ୍ତି ସହ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି

ସାପ ଅଠର ଗୋଟି କିଛି ଦୁର୍ବୁର୍ତ୍ତ ଚୋରିକରି ନେଇଯାଇଥିବା ବିଷୟ ପୂଜକ ସକାଳୁ ମନ୍ଦିର ପୂଜା କରିବାକୁ ଆସିଥିବା ବେଳେ ଦେଖିବାକୁ ପାଇଥିଲେ l ଏହା ପରେପରେ ପୂଜକ ଜଣକ ସଙ୍ଗେ ସଙ୍ଗେ ମନ୍ଦିର କମିଟିକୁ ଜଣାଇଥିଲେ l ମନ୍ଦିର କମିଟି ପୋଲିସ କୁ ଜଣାଇବା ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅନୁଧ୍ୟାନ କରିବା ସହ ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l

You might also like
error: Content is protected !!