ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ-ହାଇଆଲର୍ଟ ନେଇ ପୁରୀ ଏସ୍ପିଙ୍କ ସୂଚନା-ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି-ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ-ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ