ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ପ୍ରକାଶ ପାଇଲା ସ୍ପେଶାଲ୍ OTET-୨୦୨୫ ରେଜଲ୍ଟ. ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ପେପର-୧ରେ ୧୨ହଜାର ୯୮୮ କୃତକାର୍ଯ୍ୟ; ପାସ୍ ହାର ୪୭.୧୭% ପେପର-୨ରେ ୩୫ ହଜାର ୧୬୫ କୃତକାର୍ଯ୍ୟ; ପାସ୍ ହାର ୭୮.୩୫% ମୋଟ୍ ୪୮ ହଜାର ୧୫୩ ଜଣ କୃତକାର୍ଯ୍ୟ ନେଇ BSE ପକ୍ଷରୁ ସୂଚନା www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ପରୀକ୍ଷାର୍ଥୀ.