ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ବନ୍ଦ.

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଗୋଷ୍ଠୀ ସଂଘର୍ଷ ପରେ ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କଲା ଜିଲ୍ଲା ପ୍ରଶାସନ ଆଜି ସଂଧ୍ୟା ୬ରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ପୂରା ସୁନ୍ଦରଗଡ଼ ସହରରେ BNS ୧୬୩ ଜାରି ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି କହିଲେ ଜିଲ୍ଲାପାଳ ଶାନ୍ତି କମିଟି ଡାକି ବୈଠକ ପାଇଁ ଚେଷ୍ଟା କରାଯାଉଛି- ଜିଲ୍ଲାପାଳ

Smart Computer Ad
You might also like
error: Content is protected !!