ଖୋର୍ଦ୍ଧା,(ସଞ୍ଜୀବ କୁମାର):-
୨୦୨୬-୨୭ ବର୍ଷ ପାଇଁ ଆଗୁଆ ହେବ ସ୍ନାତକ ଓ ସ୍ନାତକୋତ୍ତର ନାମଲେଖା ଜୁଲାଇ ୧୦ରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗର ଯୋଜନା ଏପ୍ରିଲ ୩୦ ସୁଦ୍ଧା ପରୀକ୍ଷା ଓ ଜୁନ୍ ୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଏନେଇ ସବୁ ବିଶ୍ବବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ଅଧ୍ୟକ୍ଷଙ୍କୁ ବିଭାଗର ଚିଠି ବିଭିନ୍ନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପାଇଁ ଓଡ଼ିଶା ପିଲା ଆବେଦନ କରିପାରିବେ